0
Your Cart
0
Your Cart

Lord Jagannath – Bhagabata Wallpaper

Bhagabata Wallpaper

ରୂପ ଅରୂପ ସ୍ଥିତି ତିନି । ଯାର ଗୋଚରେ ଅନୁମାନି ॥
ସ୍ୱଭାବେ ନୋହେ ସେ ଏମନ୍ତ । ଏ ସାଂଖ୍ୟଯୋଗୀଙ୍କର ମତ ॥
ଆତ୍ମ ପ୍ରକାଶେ ସଦା ଥାଇ । ନିରସ୍ତ କୁହକ ବୋଲାଇ ॥
ସତ୍ୟପରମାନନ୍ଦ ହରି । ଯାହାର ଭାବେ ଭବୁ ତରି ॥
ଏମନ୍ତେ ସତ୍ୟ ରୂପ ଯାର । ତା ପାଦେ ମୋର ନମସ୍କାର ॥
ତାର ଚରଣେ ନିତ୍ୟେ ଧ୍ୟାନ । କରି ତରନ୍ତି ସର୍ବଜନ ॥ – ଓଡ଼ିଆ ଭାଗବତ

error: Content is protected !!